ରାଜ୍ୟରେ ଆଉ ୬୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର : ରାଜ୍ୟରେ ଦିନକରେ ଆଉ ୬୯ କରୋନା ଆକ୍ରାନ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଏହାସହ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୪୩୫ରେ ପହଞ୍ଚିଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୨୧, କଟକରୁ ୧୩, ସମ୍ବଲପୁରରୁ ୮, ବାଲେଶ୍ୱର ଓ ସୁନ୍ଦରଗଡରୁ ୬ ଲେଖାଏଁ, ବରଗଡ ଓ କେନ୍ଦୁଝରରୁ ୫ ଲେଖାଏଁ, ଝାରସୁଗୁଡା ୪ ଓ ଦେବଗଡରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Comments are closed.