କରୋନାରେ ଆଖି ବୁଜିଲେ ଆଉ ୭ ଆକ୍ରାନ୍ତ

ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୭ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଫଳରେ ମୋଟ ମୃତ୍ୟୁ ସଂଖ୍ୟା ୧,୯୮୮ରେ ପହଞ୍ଚିଛି। ମୃତକଙ୍କ ମଧ୍ୟରେ ରାୟଗଡାରୁ ୨, ଗଞ୍ଜାମ,କଳାହାଣ୍ଡି, ଖୋର୍ଦ୍ଧା,ପୁରୀ ଓ ସୁନ୍ଦରଗଡରୁ ଜଣେ ଲେଖକାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Comments are closed.