ରାଜ୍ୟରେ ଆଉ ୫ କରୋନା ଆକ୍ରାନ୍ତ ମୃତ

ଭୁବନେଶ୍ୱର : ରାଜ୍ୟରେ କିଛି ଦିନ ତଳେ ଦୈନିକ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୦ ଅତିକ୍ରମ କରୁଥିବା ସମୟରେ ଏବେ ଏହା ୧୦ ମଧ୍ୟରେ ସୀମିତ ରହୁଥିବା ଦେଖାଯାଉଛି। ୨୪ ଘଣ୍ଟାରେ କରୋନାରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ ଆଉ ୫ ଆକ୍ରାନ୍ତ । ମୃତକଙ୍କ ମଧ୍ୟରେ ଭଦ୍ରକ,କଟକ,କେନ୍ଦ୍ରାପଡା, ଖୋର୍ଦ୍ଧା,ନବରଙ୍ଗପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୦୪୦ରେ ପହଞ୍ଚିଛି।

Comments are closed.