ରାଜ୍ୟରେ ଆଉ ୮ କରୋନା ଆକ୍ରାନ୍ତ ମୃତ

ଭୁବନେଶ୍ୱର : ରାଜ୍ୟରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୮ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରୁ ଅନୁଗୁଳରୁ ୩, ଖୋର୍ଦ୍ଧାରୁ ୨, ମୟୁରଭଞ୍ଜ, ଯାଜପୁର ଓ ନବରଙ୍ଗପୁରରୁ ଜଣେ ଲେଖାଏଁ ଆକ୍ରାନ୍ତ ଆଖି ବୁଜିଛନ୍ତି। ଏହାସହ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୦୭୮ରେ ପହଞ୍ଚିଛି।

Comments are closed.