ରାଜ୍ୟରେ ଆଉ ୮ କରୋନା ଆକ୍ରାନ୍ତ ମୃତ

ଭୁବନେଶ୍ୱର : ରାଜ୍ୟରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ମୃତକଙ୍କ ମଧ୍ୟରେ କଟକରୁ ୨,ବାଲେଶ୍ୱର,ଢେଙ୍କାନାଳ, ଜଗତସିଂହପୁର, ଯାଜପୁର,ମାଲକାନଗିରି ଓ ମୟୁରଭଞ୍ଜରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାସହ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୦୯୨ରେ ପହଞ୍ଚିଛି।

Comments are closed.