ରାଜ୍ୟରେ ଆଉ ୬ କରୋନା ଆକ୍ରାନ୍ତ ମୃତ

ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟାରେ ଆଉ ୬ କରୋନା ଅକ୍ରାାନ୍ତ ଆଖି ବୁଜିଛନ୍ତି। ମୃତକଙ୍କ ମଧ୍ୟରେ ବାଲେଶ୍ୱର ଓ ପୁରୀରୁ ୨ ଲେଖାଏଁ, କଟକ ଓ ଖୋର୍ଦ୍ଧାରୁ ଜଣେ ଲେଖାଏଁ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାସହ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୦୯୮ରେ ପହଞ୍ଚିଛି।

Comments are closed.