ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର : ରାଜ୍ୟରେ ଦୈନିକ କରୋନା ଜନିତ ମୃତ୍ୟୁସଂଖ୍ୟା ୧୦ରେ ସୀମିତ ରହିଛି। ଦିନକରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୬ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୩, ଅନୁଗୁଳ,ଯାଜପୁର ଓ ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତ ଆଖି ବୁଜିଛନ୍ତି। ଏହାସହ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୧୦୪ରେ ପହଞ୍ଚିଛି।

Comments are closed.