ରାଜ୍ୟରେ ଆଖି ବୁଜିଲେ ଆଉ ୩୯ ଆକ୍ରାନ୍ତ

ଭୁବନେଶ୍ୱର : ରାଜ୍ୟରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୩୯ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୋଟ ମୃତ୍ୟୁ ସଂଖ୍ୟା ୨୯୧୨ରେ ପହଞ୍ଚିଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୬ ଜଣ ରହିଛନ୍ତି। ଅନୁଗୁଳ, ଝାରସୁଗୁଡା, କଳାହାଣ୍ଡି, ରାୟଗଡା ଓ ସୁନ୍ଦରଗଡରୁ ୩ ଲେଖାଏଁ, କଟକ, ଦେବଗଡ,ଗଜପତି,ଗଞ୍ଜାମ ଓ ପୁରୀ ଜିଲାରୁ ୨ ଲେଖାଏଁ, ବଲାଙ୍ଗୀର, ଢେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡା, ମୟୁରଭଞ୍ଜ ଓ ସମ୍ବଲପୁରରୁ ଜଣେ ଲେଖାଏଁ ଆକ୍ରାନ୍ତ ଆଖି ବୁଜିଛନ୍ତି।

Comments are closed.