କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ: ୨୪ଘଣ୍ଟାରେ ୬ ମାମଲା, ୩୨ ଗିରଫ

ଭୁବନେଶ୍ବର: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଂଘନ କରିଥିବା ଅଭିଯୋଗରେ ଜୁନ୍‌ ୨୬ରୁ ଜୁନ୍‌ ୨୭ ତାରିଖ ସକାଳ ପର୍ଯ୍ୟନ୍ତ ୨୪ ଘଣ୍ଟା ମଧ୍ୟରେ ୬ଟି ମାମଲା ଦାୟର କରାଯାଇଛି। ଏହି ସମସ୍ତ ମାମଲା ଲକ୍‌ ଡାଉନ୍‌ ସଂପର୍କିତ ଅଟେ। ବିଭିନ୍ନ ଅଭିଯୋଗରେ ୩୨ ଜଣଙ୍କୁ ଗିରଫ କରାଯାଇଛି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.