କୋଭିଡ-୧୯ ନିୟମ ଉଲ୍ଲଙ୍ଘନ: ୨୪ଘଣ୍ଟାରେ ୭ ମାମଲା, ୨୩ ଗିରଫ

ଭୁବନେଶ୍ବର: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ୭ ଟି ମାମଲା ଦାୟର କରାଯାଇଛି। ସେଥିମଧ୍ୟରୁ ୪ଟି ମାମଲା ଲକ୍‌ ଡାଉନ୍‌ ସଂପର୍କିତ ହୋଇଥିବାବେଳେ ୧ଟି କେସ୍‌ ହୋମ୍‌ କ୍ୱାରାଣ୍ଟାଇନ୍‌ ଉଲ୍ଲଙ୍ଘନ ପାଇଁ ଏବଂ ୨ଟି କେସ୍‌ ଅନ୍ୟାନ୍ୟ କାରଣ ପାଇଁ ଅଟେ । ବିଭିନ୍ନ ଅଭିଯୋଗରେ ୨୩ ଜଣଙ୍କୁ ଗିରଫ କରାଯାଇଛି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.