କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ: ୨୪ ଘଣ୍ଟାରେ ୫ ମାମଲା, ୩୧ ଗିରଫ

ଭୁବନେଶ୍ବର: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ୫ ଟି ମାମଲା ଦାୟର କରାଯାଇଛି। ଏଥି ମଧ୍ୟରୁ ୪ଟି ମାମଲା ଲକ୍‌ ଡାଉନ୍‌ ସଂପର୍କିତ ହୋଇଥିବାବେଳେ ୧ଟି ମାମଲା ଅନ୍ୟାନ୍ୟ କାରଣ ପାଇଁ ଅଟେ। ୩୧ ଜଣଙ୍କୁ ବିଭିନ୍ନ ଅଭିଯୋଗରେ ଗିରଫ କରାଯାଇଛି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.