କରୋନା ନେଲା ଆଉ ୩ ଜୀବନ

ଭୁବନେଶ୍ୱର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ଅତିକ୍ରମ କରୁଥିବା ଦେଖାଯାଉଛି। ସେହିପରି ଦିନକରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୩ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ଅନୁଗୁଳରୁ ଜଣେ ଓ ଭୁବନେଶ୍ୱରରୁ ୨ ଜଣ ଲେଖାଏଁ ଆକ୍ରାନ୍ତ ରହିଛନ୍ତି। ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮ ହଜାର ୪୮୪ରେ ପହଞ୍ଚିଛି।

Comments are closed.