ଆଉ ୨୨ ଆକ୍ରାନ୍ତ ମୃତ

ଭୁବନେଶ୍ୱର : ରାଜ୍ୟରେ ଦିନକରେ ଆଉ ୨୨ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ବାଲେଶ୍ୱର ଜିଲାରୁ ସର୍ବାଧିକ ୬ ଜଣଙ୍କର ମୃତ୍ୟୁ ଘଟିଛି। ଖୋର୍ଦ୍ଧାରୁ ୫, ଢେଙ୍କାନାଳ ଓ କଟକରୁ ୩ ଲେଖାଏଁ, ମୟୁରଭଞ୍ଜରୁ ୨,ଭଦ୍ରକ,ଯାଜପୁର ଓ ନୟାଗଡରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାସହ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮ହଜାର ୯୨୬ରେ ପହଞ୍ଚିଛି।

Comments are closed.