କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ: ୨୪ ଘଣ୍ଟାରେ ୬ ମାମଲା, ୨୦ ଗିରଫ

ଭୁବନେଶ୍ବର: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ୬ ଟି ମାମଲା ଦାୟର କରାଯାଇଛି । ଏଥି ମଧ୍ୟରୁ ୫ଟି ମାମଲା ଲକ୍‌ ଡାଉନ୍‌ ସଂପର୍କିତ ହୋଇଥିବାବେଳେ ୧ଟି ମାମଲା ହୋମ୍‌ କ୍ୱାରାଣ୍ଟାଇନ ଉଲ୍ଲଂଘନ ପାଇଁ ଅଟେ । ୨୦ ଜଣଙ୍କୁ ବିଭିନ୍ନ ଅଭିଯୋଗରେ ଗିରଫ କରାଯାଇଛି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.