ଆନୁଷ୍ଠାନିକ କ୍ବାରେଣ୍ଟାଇନ୍‌ ଶେଷ କରିଥିବା ପ୍ରବାସୀଙ୍କୁ ମିଳିଲା ୧୦୬ କୋଟି ୬୫ ଲକ୍ଷ ୬୦ ହଜାର ଟଙ୍କା, ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଭରଣା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ଙ୍କ ଘୋଷଣା କ୍ରମେ ଓଡ଼ିଶାକୁ ଫେରି ଆନୁଷ୍ଠାନିକ କ୍ୱାରାଣ୍ଟାଇନ୍‌ ଶେଷ କରିଥିବା ପ୍ରବାସୀମାନଙ୍କୁ ୨୦୦୦ ଟଙ୍କା ଲେଖାଏଁ ପ୍ରୋତ୍ସାହନ ରାଶି ପ୍ରଦାନ କରାଯାଉଛି। ବର୍ତ୍ତମାନ ସୁଦ୍ଧା  ଏ ବାବଦରେ ୧୦୬ କୋଟି ୬୫ ଲକ୍ଷ ୬୦ ହଜାର ଟଙ୍କା ପ୍ରଦାନ କରାଯାଇ ସାରିଛି। ଏହି ସମସ୍ତ ଅର୍ଥ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ଭରଣା କରାଯାଉଛି।

 

Comments are closed.