କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ: ୨୪ଘଣ୍ଟାରେ ୨୩ ମାମଲା, ୭୨ ଗିରଫ

ଭୁବନେଶ୍ବର: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ୨୩ଟି ମାମଲା ଦାୟର କରାଯାଇଛି। ସେଥିରୁ ୨୧ଟି ମାମଲା ଲକ୍‌ ଡାଉନ୍‌ ସଂପର୍କିତ ହୋଇଥିବାବେଳେ ୨ଟି ଅନ୍ୟାନ୍ୟ କାରଣ ପାଇଁ ଅଟେ। ବିଭିନ୍ନ ଅଭିଯୋଗରେ ୭୨ ଜଣଙ୍କୁ ଗିରଫ କରାଯାଇଛି ବୋଲି ସୂଚନା ଓ ଲେକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.