କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ: ୨୪ ଘଣ୍ଟାରେ ୪ ମାମଲା, ୨୭ ଗିରଫ

ଭୁବନେଶ୍ବର: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ୪ ଟି ମାମଲା ଦାୟର କରାଯାଇଛି। ଏହି ସମସ୍ତ ମାମଲା ଲକ୍‌ ଡାଉନ୍‌ ସଂପର୍କିତ ଅଟେ। ବିଭିନ୍ନ ଅଭିଯୋଗରେ ୨୭ ଜଣଙ୍କୁ ଗିରଫ କରାଯାଇଛି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.