କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ: ୨୪ ଘଣ୍ଟାରେ ୯ ମାମଲା, ୨୫ ଗିରଫ

ଭୁବନେଶ୍ବର: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ୯ ଟି ମାମଲା ଦାୟର କରାଯାଇଛି। ଏଥି ମଧ୍ୟରୁ ୭ଟି ମାମଲା ଲକ୍‌ ଡାଉନ୍‌ ସଂପର୍କିତ ହୋଇଥିବାବେଳେ ୨ଟି ମାମଲା ହୋମ୍‌ କ୍ୱାରାଣ୍ଟାଇନ୍‌ ଉଲ୍ଲଙ୍ଘନ ପାଇଁ ଅଟେ। ବିଭିନ୍ନ ଅଭିଯୋଗରେ ୨୫ ଜଣଙ୍କୁ ଗିରଫ କରାଯାଇଛି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.