୫ ଫୁଟ ଲମ୍ବର କୁମ୍ଭୀର ଉଦ୍ଧାର

ବାଲେଶ୍ୱର : ବାଲେଶ୍ୱର ଜିଲା ବାହାନଗା ବ୍ଲକ ସମୁଦ୍ର ଉପକୂଳରୁ ଏକ କୁମ୍ଭୀର ଉଦ୍ଧାର ହୋଇଥିବା ସୋମବାର ଜଣାପଡ଼ିଛି। କୁମ୍ଭୀରଟିର ଲମ୍ବ ପାଞ୍ଚ ଫୁଟ ହେବ। ମିଳିଥିବା ସୂଚନା ଅନୁଯାୟୀ, ଆଜି ସକାଳେ ଗ୍ରାମର ମତ୍ସ୍ୟଜୀବୀମାନେ ସମୁଦ୍ରକୁ ମାଛ ଧରିବାକୁ ଯାଇଥିବା ବେଳେ ଜାଲରେ ଏହି ୫ ଫୁଟ ଲମ୍ବର କୁମ୍ଭୀର ପଡ଼ିଯାଇଥିଲା। ଘଟଣା ବିଷୟରେ ଅଧିକ ଖବର ହସ୍ତଗତ ହୋଇପାରି ନାହିଁ।

 

Comments are closed.