ଜାତୀୟ ସ୍ବାର୍ଥ୍ୟକୁ ସର୍ବାଧିକ ଗୁରୁତ୍ବ ଦେଇ ଦେଶକୁ ସୁରକ୍ଷା ପ୍ରଦାନ କରନ୍ତି ସିଆର୍‌ପିଏଫ୍‌ ଯବାନ:ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି କେନ୍ଦ୍ରୀୟ ରିଜର୍ଭ ପୋଲିସ୍‌ ବାହିନୀ (ସିଆର୍‌ପିଏଫ୍‌)ର ‘ରାଇଜିଂ ଡେ’ ପାଳିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ଯେକୌଣସି କଠିନ ପରିସ୍ଥିତିରେ ମଧ୍ୟ ଜାତୀୟ ସ୍ୱାର୍ଥକୁ ସର୍ବାଧିକ ଗୁରୁତ୍ୱ ଦେଇ ଦେଶକୁ ସୁରକ୍ଷା ପ୍ରଦାନ କରିଥାନ୍ତି ସିଆର୍‌ପିଏଫ୍‌ ଯବାନ। ଏହି ବୀର ଯବାନମାନଙ୍କ ଅଦମ୍ୟ ସାହସ ଏବଂ ପ୍ରତିବଦ୍ଧତାକୁ ମୁଖ୍ୟମନ୍ତ୍ରୀ ଗଭୀର ସମ୍ମାନ ଜଣାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Comments
Loading...