ରାଜସ୍ଥାନ ରୟାଲ୍ସ ପାଇଁ ୧୨୬ରନର ବିଜୟ ଲକ୍ଷ୍ୟ ରଖିଲା ଚେନ୍ନଇ ସୁପରକିଙ୍ଗସ

ଆବୁଧାବି :  ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ ୨୦୨୦ର ୩୭ ତମ ମ୍ୟାଚ୍‌ ସୋମବାର ଚେନ୍ନଇ ସୁପରକିଙ୍ଗସ ଓ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଉଛି। ଆଜିର ମ୍ୟାଚରେ ଚେନ୍ନଇର ଅଧିନାୟକ ମହେନ୍ଦ୍ର ସିଂହ ଧୋନି ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଚେନ୍ନଇ ପ୍ରଥମେ ବ୍ୟାଟିଂ କରି ରାଜସ୍ଥାନ ରୟାଲ୍ସ ପାଇଁ ୧୨୬ରନର ବିଜୟ ଲକ୍ଷ୍ୟ ଧାର୍ଯ୍ୟ କରିଛି।

Comments are closed.