କ୍ରିକେଟ ବିଶ୍ବକପ : ୱେଷ୍ଟଇଣ୍ଡିଜ ବିରୁଦ୍ଧରେ ଟସ୍ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି

ମାଞ୍ଚେଷ୍ଟର : କ୍ରିକେଟ ବିଶ୍ବକପ ୨୦୧୯ର ୩୪ ତମ ମ୍ୟାଚ୍ ଇଂଲଣ୍ଡ ମାଞ୍ଚେଷ୍ଟର ଓଲ୍ଡ ଟ୍ରାଫଡ୍ କ୍ରିକେଟ ଗ୍ରାଉଣ୍ଡରେ ଗୁରୁବାର ଭାରତ- ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଆଉ କିଛି ସମୟ ମଧ୍ୟରେ ଖେଳାଯିବ। ଏହି ମ୍ୟାଚରେ ଭାରତର ଅଧିନାୟକ ବିରାଟ କୋହଲି ପ୍ରଥମେ ଟସ୍ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ମ୍ୟାଚରେ ଭାରତୀୟ ଦଳ କୌଣସି ପରିବର୍ତ୍ତନ କରିନଥିବା ବିରାଟ କହିଛନ୍ତି।

Comments are closed.