ଯୁବକଙ୍କ ମୃତଦେହ ଉଦ୍ଧାର

ଟିଟିଲାଗଡ଼ : ଟିଟିଲାଗଡ଼ ଥାନା ଅନ୍ତର୍ଗତ ଘଣ୍ଟାବାହାଳି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଘଣ୍ଟାବାହାଳି ଗ୍ରାମର ଜଣେ ଯୁବକ ଗଜିନ୍ଦ୍ର ଛତର (୧୯)ଙ୍କ ମୃତଦେହ ଚାଷ ଜମିରୁ ଉଦ୍ଧାର କରାଯାଇଛି। ତାଙ୍କୁ ହତ୍ୟା କରାଯାଇଛି ବୋଲି ସନ୍ଦେହ କରାଯାଉଛି।

Comments are closed.