ଯୁବକଙ୍କ ମୃତଦେହ ଉଦ୍ଧାର

ଟିଟିଲାଗଡ଼ : ଟିଟିଲାଗଡ଼ ଥାନା ଅନ୍ତର୍ଗତ ଘଣ୍ଟାବାହାଳି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଘଣ୍ଟାବାହାଳି ଗ୍ରାମର ଜଣେ ଯୁବକ ଗଜିନ୍ଦ୍ର ଛତର (୧୯)ଙ୍କ ମୃତଦେହ ଚାଷ ଜମିରୁ ଉଦ୍ଧାର କରାଯାଇଛି। ତାଙ୍କୁ ହତ୍ୟା କରାଯାଇଛି ବୋଲି ସନ୍ଦେହ କରାଯାଉଛି।

Comments
Loading...