ଝୁଲନ୍ତା ଅବସ୍ଥାରେ ଯୁବକ, ଯୁବତୀଙ୍କ ମୃତଦେହ ଉଦ୍ଧାର

ଉମରକୋଟ: ଏକ ଗଛରୁ ଝୁଲନ୍ତା ଅବସ୍ଥାରେ ଜଣେ ଯୁବକ ଓ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି। ନବରଙ୍ଗପୁର ଜିଲା ଉମରକୋଟ ଅନ୍ତର୍ଗତ ଚନ୍ଦାହାଣ୍ଡି ବ୍ଳକ ଫଟକି ଗାଁ ନିକଟରେ ଥିବା ଏକ ଗଛରୁ ଉଭୟଙ୍କ ମୃତଦେହ ଉଦ୍ଧାର ହୋଇଛି। ଚନ୍ଦାହାଣ୍ଡି ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବେ ଏପର୍ଯ୍ୟନ୍ତ ସେମାନଙ୍କ ମୃତ୍ୟୁର କାରଣ ଜଣାପଡିନାହିଁ।

Comments are closed.