ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

ବାଲେଶ୍ବର : ନୀଳଗିରି ଥାନା ଅନ୍ତର୍ଗତ ମିତ୍ରପୁର ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ନିକଟରେ ଥିବା ପୋଖରୀ କଡରୁ ଏକ ଅଜଣା ଯୁବକର ମୃତଦେହ ଉଦ୍ଧାର ହୋଇଛି । ଏପର୍ଯ୍ୟନ୍ତ ଯୁବକଙ୍କ ପରିଚୟ ମଳିନଥିବା ବେଳେ ସେ ଆତ୍ମହତ୍ୟା ସନ୍ଦେହ କରିଥିବା ସନ୍ଦେହ କରାଯାଉଛି ।

Comments are closed.