ଦନ୍ତା ହାତୀ ଆକ୍ରମଣରେ ଜଣେ ମୃତ

ବଣାଇ : ଦନ୍ତା ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି। ତାମଡା ରେଞ୍ଜ ସଲଡେଗା ଗ୍ରାମରେ ଏହି ଅଭାବନୀୟ ଘଟଣା ଘଟିଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଦେଖା ଦେଇଛି। ଘଟଣାସ୍ଥଳରେ ବନବିଭାଗ ପହଞ୍ଚିଛି।
Related Posts
ବ୍ୟକ୍ତି ଜଣଙ୍କୁ ଘରୁ ଟାଣି ନେଇ ହାତୀଟି ଦଳି ଦେଇଥିବା ସୂଚନା ମିଳିଛି। ବନବିଭାଗ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। କିଛି ଦିନ ମଧ୍ୟରେ ଏପରି ଘଟଣା ବାରମ୍ବାର ଘଟୁଥିବାରୁ ଜନଅସନ୍ତୋଷ ଦେଖା ଦେଇଛି।