ଯୁବକଙ୍କୁ ହତ୍ୟା ଅଭିଯୋଗ

0

ବାସୁଦେବପୁର : ବାସୁଦେବପୁର ବାଛିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ ଯୁବକଙ୍କ ନିର୍ମମ ଭାବେ ହତ୍ୟା କରାଯାଇଛି। ମୃତକଙ୍କ ନାମ ଗଣେଶ ଶତପଥୀ। ହତ୍ୟାର କାରଣ ଅସ୍ପଷ୍ଟ ରହିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Leave A Reply