ମହିଳାଙ୍କ ମୃତଦେହ ଉଦ୍ଧାର ; ହତ୍ୟା ସନ୍ଦେହ

ନୟାଗଡ଼ : ପାରିବାରିକ କଳହକୁ କେନ୍ଦ୍ର କରି ଜଣେ ମହିଳାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ନୟାଗଡ଼ ଜିଲ୍ଲା ଓଡଗାଁ ଥାନା କେସେଣ୍ଡ ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି । ଏକ ଘର ମଧ୍ୟରୁ ମହିଳାଙ୍କ ମୃତଦେହ ପୁଲିସ ଉଦ୍ଧାର କରିଛି । ମହିଳାଙ୍କ ସ୍ବାମୀ ତାଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଏହି ଘଟଣାରେ ପୁଲିସ ତଦନ୍ତ ଆରମ୍ଭ କରିଛି ।

Comments are closed.