ହାତୀ ଆକ୍ରମଣରେ ଜଣେ ମୃତ

ସୁନ୍ଦରଗଡ଼ : ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ବନାଞ୍ଚଳ କମାରଡିହି ଅଟୋମୁଣ୍ଡା ଗ୍ରାମରେ ରବିବାର ବିଳମ୍ବିତ ରାତିରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବନକର୍ମଚାରୀଙ୍କ ସହ ହାତୀ ଘଉଡାଇବା ବେଳେ ହାତୀ ଆକ୍ରମଣର ଶିକାର ହୋଇଥିବା ଜଣାପଡିଛି।

Comments are closed.