ମୟୂରଭଞ୍ଜ ରାଜମାତା ଶ୍ରୀମତୀ ଭାରତୀ ରାଜ୍ୟଲକ୍ଷ୍ମୀ ଭଞ୍ଜଦେଓଙ୍କ ପରଲୋକ

ବାରିପଦା :  ମୟୂରଭଞ୍ଜ ରାଜମାତା ଶ୍ରୀମତୀ ଭାରତୀ ରାଜ୍ୟଲକ୍ଷ୍ମୀ ଭଞ୍ଜଦେଓଙ୍କ ବେଲଗଡ଼ିଆ ରାଜପ୍ରାସାଦରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୪ବର୍ଷ ବୟସ ହୋଇଥିଲା। ସେ ନେପାଳ ନରେଶ ତ୍ରିଭୁବନଙ୍କ କନ୍ୟା ଓ ମୟୂରଭଞ୍ଜ ମହାରାଜା ପ୍ରତାପ ଚନ୍ଦ୍ର ଭଞ୍ଜଦେଓଙ୍କ ପୁତ୍ରବଧୁ। ତାଙ୍କ ସ୍ୱାମୀ ମହାରାଜା ପ୍ରଦୀପ ଚନ୍ଦ୍ର ଭଞ୍ଜଦେଓଙ୍କ ଗତ ୨୦୦୦ ମସିହାରେ ପରଲୋକ ଗମନ କରିଥିଲେ ।

Comments are closed.