ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ କରୋନା ସଂକ୍ରମିତ

ନୂଆଦିଲ୍ଲୀ : ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ କରୋନା ସଂକ୍ରମିତ ହୋଇଛନ୍ତି। ଏନେଇ ସେ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି। ପ୍ରତିରକ୍ଷା ମନ୍ତ୍ରୀ ଟ୍ୱିଟ ଯୋଗେ କହିଛନ୍ତି, ସେ ଘରେ ସଙ୍ଗରୋଧରେ ରହିଛନ୍ତି। ତାଙ୍କ ନିକଟରେ କରୋନାର କୌଣସି ବଡ ଲକ୍ଷଣ ନଥିବା ବେଳେ ସେ ସାମାନ୍ୟ ଲକ୍ଷଣ ସହ ପଜିଟିଭ ହୋଇଛନ୍ତି। ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତି ନିଜକୁ ସଙ୍ଗରୋଧରେ ରଖିବା ସହ କରେନା ପରୀକ୍ଷା କରିବାକୁ ଅନୁରୋଧ କରିଛନ୍ତି।

Comments are closed.