ରେଳ ଧାରଣ ନିକଟରୁ ଯୁବକଙ୍କ ମୃତଦେହ ଉଦ୍ଧାର

0

ବାଲେଶ୍ୱର: ବାଲେଶ୍ୱର ଜିଲା ରେଳ ଷ୍ଟେସନ୍‌ ନିକଟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଘଟଣାସ୍ଥଳରୁ ଜିଆରପି ପୁଲିସ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି। ମୃତ ଯୁବକ ଜଣଙ୍କ ହେଉଛନ୍ତି ସଦର ଥାନା ଅନ୍ତର୍ଗତ ପରଖି ଗ୍ରାମର ନିଶିକାନ୍ତ ଜେନାଙ୍କ ୨୦ ବର୍ଷିୟ ପୁଅ ଗଣେଶ । ତେବେ ତାଙ୍କ ମୃତ୍ୟୁର କାରଣ ଜଣାପଡ଼ି ନଥିବା ବେଳେ ଏହା ହତ୍ୟା କିମ୍ବା ଆତ୍ମହତ୍ୟା ତାହା ସ୍ପଷ୍ଟ ହୋଇନାହିଁ ।

Leave A Reply