ବଢିବ ଚୁକ୍ତିଭିତ୍ତିକ ଡାକ୍ତରଙ୍କ ବୟସ ସୀମା

ଭୁବନେଶ୍ୱର: ସରକାରୀ ଡାକ୍ତରଖାନାରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ ଡାକ୍ତରଙ୍କ ବୟସ ସୀମା ବୃଦ୍ଧି ହେବ । ପୂର୍ବରୁ ଚୁକ୍ତିଭିତ୍ତିକ ଡାକ୍ତରଙ୍କ ବୟସ ସୀମା ୬୮ରୁ ୭୦ ବର୍ଷକୁ ବୃଦ୍ଧି କରାଯିବ ବୋଲି ଭୁବନେଶ୍ୱରରେ ଚାଲିଥିବା ଦୁଇ ଦିନିଆ ସିଡିଏମଓ ସମ୍ମିଳନୀରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ସୂଚନା ଦେଇଛନ୍ତି ।

Comments are closed.