କରୋନାରେ ପ୍ରାଣ ହରାଇଲେ ଆଉ ଜଣେ ଆଗ ଧାଡିର କରୋନା ଯୋଦ୍ଧା

ପୁରୀ : କରୋନାରେ ପ୍ରାଣ ହରାଇଲେ ଆଉ ଜଣେ ଆଗ ଧାଡିର କରୋନା ଯୋଦ୍ଧା । ପୁରୀ ଜିଲା କୋଭିଡ ହସ୍ପିଟାଲର ନୋଡାଲ ଅଧିକାରୀ ଡାକ୍ତର ସୁଶାନ୍ତ କୁମାର ପଣ୍ଡାଙ୍କ କରୋନାରେ ଅକାଳ ବିୟୋଗ ଘଟିଛି। କରୋନାରେ ଆକ୍ରାନ୍ତ ହେବା ପରେ ସେ ଭୁବନେଶ୍ୱରର ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଆଜି ମୃତ୍ୟୁ ହୋଇଛି। ତାଙ୍କ ମୃତ୍ୟୁରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳି ଯାଇଛି।

 

Comments
Loading...