କାରଗିଲରେ ଭୂକମ୍ପ ଝଟକା: ରିକ୍ଟର ସ୍କେଲରେ ତିବ୍ରତା ୪.୪

ଜମ୍ମୁ : ଲଦାଖସ୍ଥିତ କାରଗିଲରେ ମଙ୍ଗଳବାର ଭୂକମ୍ପ ଝଟକା ଅନୁଭବ ହୋଇଥିବା ଜଣାପଡ଼ିଛି। ଆଜି ସକାଳ ୫ଟା୪୫ରେ ଭୂକମ୍ପ ଅନୁଭବ ହୋଇଥିବା ବେଳେ ରିକ୍ଟର ସ୍କେଲରେ ଏହାର ତିବ୍ରତା ୪.୪ ରେକର୍ଡ଼ କରାଯାଇଛି। ଏହି ଭୂକମ୍ପରେ କୌଣସି ଧନଜୀବନ ହାନି ହୋଇନଥିବା ସୂଚନା ମିଳିଛି।

Comments are closed.