ଲଦାଖରେ ଭୂକମ୍ପ ଝଟକା

ଲଦାଖ : ଲଦାଖରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଗୁରୁବାର ସକାଳ ୯ଟା ୨୨ ମିନିଟରେ ଲଦାଖରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୪.୨ ରେକର୍ଡ କରାଯାଇଛି। ଭୂକମ୍ପ ଯୋଗୁଁ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ।

Comments
Loading...