ଲେହରେ ଭୂକମ୍ପ ଝଟକା

ନୂଆଦିଲ୍ଲୀ : ଲେହରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଶୁକ୍ରବାର ଦିନ ୪ଟା ୨୭ ମିନିଟରେ ଲେହରେ ତୀବ୍ର ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୫.୪ ରେକର୍ଡ କରାଯାଇଛି।
ସୂଚନା ଅନୁଯାୟୀ, ପ୍ରାୟ ୧୦ ସେକେଣ୍ଡ ପାଇଁ କମ୍ପନ ଅନୁଭୂତ ହୋଇଥିଲା। ଯାହା ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି କରିଥିଲା। ଲୋକମାନେ ଘରୁ ବାହାରି ଆସିଥିଲେ।
An earthquake of magnitude 5.4 on the Richter scale hit Ladakh at 4:27 pm today: National Centre for Seismology
— ANI (@ANI) September 25, 2020