ଆଜି ଅପରାହ୍ନରେ ୪ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳରେ ନିର୍ବାଚନ ପାଇଁ ହୋଇପାରେ ତାରିଖ ଘୋଷଣା

ନୂଆଦିଲ୍ଲୀ : ଆଜି ଅପରାହ୍ନରେ ୪ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳରେ ବିଧାନସଭା ନିର୍ବାଚନ ପାଇଁ , ନିର୍ବାଚନ କମିଶନ ତାରିଖ ଘୋଷଣା କରିବେ। ୪ଟା ୩୦ ମିନିଟରେ ସାମ୍ବାଦିକ ସମ୍ମିଳନୀରେ ଆସାମ, କେରଳ, ପୁଡୁଚେରୀ, ତାମିଲନାଡୁ ପାଇଁ ନିର୍ବାଚନ ତାରିଖ ଘୋଷଣା କରାଯିବ ବୋଲି ଜଣାପଡିଛି। ଆଗାମୀ ଏପ୍ରିଲ ଓ ମେ ମାସରେ ଉପରୋକ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ନିର୍ବାଚନ କରାଯିବ।

 

Comments are closed.