କଟକ ସିଡ଼ିଏରେ ହାତୀ

0

କଟକ : ସିଡ଼ିଏ ୮ ଓ ୯ ଅଞ୍ଚଳରେ ସୋମବାର ସକାଳୁ ହାତୀ ବୁଲୁଥିବା ଦେଖିବାକୁ ମିଳିଛି। ହାତୀକୁ ଘଉଡ଼ାଇବାକୁ ପୁଲିସ ଓ ବନବିଭାଗ ପକ୍ଷରୁ ଉଦ୍ୟମ ଜାରି ରହିଛି। ହାତୀକୁ ଭୟଭୀତ ନ କରିବାକୁ ଲୋକମାନଙ୍କୁ ସଚେତନ କରାଯାଇଛି। ଏଥିସହ ହାତୀ ଚଳପ୍ରଚଳ କରୁଥିବା ଅଞ୍ଚଳରେ ଗାଡ଼ି ଚଳାଚଳ ବନ୍ଦ କରାଯାଇଛି। ହାତୀ ବୁଲୁଥିବା ଜଣାପଡ଼ିବା ପରେ ସ୍ଥାନୀୟ ଲୋକେ ଭୟଭୀତ ହୋଇଛନ୍ତି।

Leave A Reply