ହାତୀ ଆକ୍ରମଣରେ ୨ ମୃତ

ଅନୁଗୁଳ : ଅନୁଗୁଳରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଥିବା ନେଇ ଖବର ମିଳିଛି। ହାତୀ ଆକ୍ରମଣରେ ୨ ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ଜଣେ ପୁରୁଷ ଓ ଜଣେ ମହିଳା ରହିଛନ୍ତି। ଉଭୟ ମୃତକ ଛେଣ୍ଡିପଦା ବନାଞ୍ଚଳ ଚନ୍ଦ୍ରପୁର ଗାଁର ହୋଇଥିବା ନେଇ ସୂଚନା ମିଳିଛି। ଘଟଣା ବିଷୟରେ ଅଧିକ ଖବର ହସ୍ତଗତ ହୋଇ ପାରି ନାହିଁ।

Comments are closed.