ଅସୁସ୍ଥ ମାଈ ହାତୀର ମୃତ୍ୟୁ

ବାଙ୍କୀ :  ବାଙ୍କୀ ଅନ୍ତର୍ଗତ ବାଆଁରା କୂଆମଡ଼ା ଜଙ୍ଗଲରେ ଅସୁସ୍ଥ ମାଈ ହାତୀର ସୋମବାର ମୃତ୍ୟୁ ଘଟିଛି  । ହାତୀଟି ୫ ଦିନ ହେବ ଅସୁସ୍ଥ ହୋଇ ଚିକିତ୍ସାଧିନ ଥିଲା ।  ଓୟୁଏଟି ଏବଂ ଆସାମ ବିଶେଷଜ୍ଞଙ୍କ ପରାମର୍ଶରେ ଚିକିତ୍ସା ଚାଲିଥିଲା । ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ ହର୍ପିସ ଆକ୍ରାନ୍ତରେ ଅସୁସ୍ଥ ହୋଇଥିବା ସନ୍ଦେହ କରାଯାଉଥିଲା ।

Comments are closed.