ହାତୀ ଆକ୍ରମଣରେ ବୃଦ୍ଧ ମୃତ

କଟକ : କଟକ ଜିଲାର ଚୌଦ୍ୱାର ଆଗ୍ରାହାଟ ପଞ୍ଚାୟତ ଭରାଣ୍ଡି ବୁଢାଲିଙ୍ଗ ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଥିବା ଜଣାପଡ଼ିଛି। ହାତୀ ଆକ୍ରମଣ ଜଣେ ବୃଦ୍ଧଙ୍କର ମୃତ୍ୟୁ ହୋଇଛି। ଧାନ କାଟିବାକୁ ଯାଇଥିବା ବେଳେ ବୃଦ୍ଧ ଜଣଙ୍କ ହାତୀ ଆକ୍ରମଣର ଶିକାର ହୋଇଛନ୍ତି। ତାଙ୍କ ପରିଚୟ ମିଳିପାରି ନାହିଁ। ଘଟଣା ବିଷୟରେ ଅଧିକ ଖବର ହସ୍ତଗତ ହୋଇପାରି ନାହିଁ।

Comments are closed.