ଜାମ୍ମୁ-କାଶ୍ମୀର ଶୋପିଆଁ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ; ୨ ଆତଙ୍କବାଦୀ ନିହତ

ଜାମ୍ମୁ-କାଶ୍ମୀର : ଜାମ୍ମୁ-କାଶ୍ମୀରର ଶୋପିଆଁ ମନିହାଲରେ  ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିବା ନେଇ ସୋମବାର ଖବର ମିଳିଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି। ଶୋପିଆଁ ବର୍ତ୍ତମାନ ମଧ୍ୟ ୨ ଆତଙ୍କବାଦୀ ଘେରାଉ ଅବସ୍ଥାରେ ରହିଛନ୍ତି ବୋଲି ସନ୍ଦେହ କରାଯାଉଛି। ଘଟଣା ବିଷୟରେ ଅଧିକ ଖବର ହସ୍ତଗତ ହୋଇ ପାରି ନାହିଁ।

Comments are closed.