ଜେଡିୟୁରେ ମିଶିଲେ ବିହାରର ପୂର୍ବତନ ଡିଜିପି ଗୁପ୍ତେଶ୍ଵର ପାଣ୍ଡେ

ପାଟନା : ବିହାର ବିଧାନସଭା ନିର୍ବାଚନ ୨୦୨୦ ପୂର୍ବରୁ ସ୍ଵେଚ୍ଛାକୃତ ଭାବେ ଅବସର ନେଇଥିବା ବିହାରର ପୂର୍ବତନ ପୁଲିସ ମହାନିର୍ଦ୍ଦେଶକ(ଡିଜିପି) ଗୁପ୍ତେଶ୍ଵର ପାଣ୍ଡେ ଆଜି ଜେଡିୟୁରେ ସାମିଲ ହୋଇଛନ୍ତି। ସେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଉପସ୍ଥିତିରେ ଜେଡିୟୁ ସଦସ୍ୟତା ହାସଲ କରିଛନ୍ତି।

Comments are closed.