ଦୁଇ ପରିବାର ମଧ୍ୟରେ ସଂଘର୍ଷ : ଜଣେ ମୃତ, ୪ ଆହତ

ଆଠଗଡ : କଟକ ଜିଲା ଖୁଣ୍ଟୁଣୀ ଥାନା ଅନ୍ତର୍ଗତ ଧୁରୁସିଆ ଗ୍ରାମରେ ଗତକାଲି ବିଳମ୍ବିତ ରାତିରେ ଜମି ବିବାଦକୁ କେନ୍ଦ୍ରକରି ୨ ପରିବାର ମଧ୍ୟରେ ସଂଘର୍ଷ ହୋଇଥିବା ଜଣାପଡିଛି। ଗୋଟିଏ ପରିବାରର ଠେଙ୍ଗା ମାଡ଼ରେ ଅନ୍ୟ ଏକ ପରିବାରର ଜଣଙ୍କର ମୃତ୍ୟୁ ହୋଇଛି। ଏହାସହିତ ଦୁଇ ପରିବାରରୁ ଚାରି ଜଣ ଆହତ ହୋଇ ଆଠଗଡ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି।

Comments are closed.