ଅଗ୍ନିକାଣ୍ଡରେ ୬ ବଖରା ସମେତ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଭସ୍ମୀଭୂତ

ବାଙ୍କୀ : ବାଙ୍କୀ ସ୍ଥିତ ତୁଳସୀପୁର ଗଉଡସାହିରେ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ୬ ବଖରା ଭସ୍ମୀଭୂତ ହୋଇଯାଇଛି। ଏହାସହ ଲକ୍ଷାଧିକ ଟଙ୍କା ସମ୍ପତ୍ତି ମଧ୍ୟ ପୋଡି ପାଉଁଶ ହୋଇଯାଇଛି। ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ଖବର ପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ଜଣାପଡିଛି।

Comments are closed.