ଅଗ୍ନିକାଣ୍ଡରେ ୨ ବଖରା ଘର ଭସ୍ମୀଭୂତ

0

ଆରଡି : ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ଓଳଗ ପଞ୍ଚାୟତରେ ଅଗ୍ନିକାଣ୍ଡ ଘଟି ୨ ବଖରା ଘର ଭସ୍ମୀଭୂତ ହୋଇଯାଇଛି। ଓଳଗ ପଞ୍ଚାୟତର ବଡ଼ ଓଳଗ ଗାଁର ବିମଳ କୁମାର ନାୟକଙ୍କ ଘରେ ସର୍ଟ ସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ଘଟଥିବା ସନ୍ଦେହ କରାଯାଉଛି। ଏଥିରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ଜଣାପଡିଛି ।

Leave A Reply