ଅଗ୍ନିକାଣ୍ଡରେ ୩ ବଖରା ଘର ଭସ୍ମୀଭୂତ

0

ବାଲେଶ୍ୱର : ଖଇରା ବ୍ଲକ ନିକଟରେ ଥିବା ରାପେୟା ଗାଁରେ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ପଞ୍ଚାନନ ଘଡ଼ାଇଙ୍କ ୩ ବଖରା ଘର ଜଳି ଭସ୍ମୀଭୂତ ହୋଇଯାଇଛି। ଏଥିରେ ଲକ୍ଷାଧିକ ଟଙ୍କା ପାଖାପାଖି ସମ୍ପତ୍ତିର କ୍ଷୟକ୍ଷତି ହୋଇଥିବା ଅନୁମାନ କରାଯାଉଛି। ଅଗ୍ନିକାଣ୍ଡର କାରଣ ସ୍ପଷ୍ଟ ହୋଇନାହିଁ।

Leave A Reply