ଅଗ୍ନିକାଣ୍ଡରେ ୪ବଖରା ଘର ଭସ୍ମୀଭୂତ

0

ବିନିକା : ଅଗ୍ନିକାଣ୍ଡରେ ୪ବଖରା ଘର ଭସ୍ମୀଭୂତ ହୋଇଯାଇଛି। ଚରଦା ପଞ୍ଚାୟତ ପୂଜାରୀସାହାଜବାହାଲ ଗାଁରେ ଏହି ଅଗ୍ନିକାଣ୍ଡ ଘଟିଛି। ସର୍ଟ ସର୍କିଟ କାରଣରୁ ଅଗ୍ନିକାଣ୍ଡ ହୋଇଥିବା କୁହାଯାଉଛି। ସୂଚନା ଅନୁଯାୟୀ , ଏଥିରେ ୪ ବଖରା ଘର ସହ ୮ଟି ଛେଳି ଜୀବନ୍ତ ଦଗ୍ଧ ହୋଇଛନ୍ତି। ଅଗ୍ନିକାଣ୍ଡରେ କେତେ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଛି ତାହା ସ୍ପଷ୍ଟ ହୋଇନାହିଁ।

Leave A Reply